www.samajalive.in
Wednesday, December 10, 2025
26.1 C
Bhubaneswar

ଆସନ୍ତାକାଲି ଆତ୍ମନିର୍ଭର ୟୁପି ରୋଜଗାର ଅଭିଯାନର ଶୁଭାରମ୍ଭ କରିବେ ମୋଦୀ

କରୋନା ମହାମାରୀ ସମୟରେ ଶ୍ରମିକ ଗୋଷ୍ଠୀ ତଥା ପ୍ରବାସୀ ଶ୍ରମିକମାନଙ୍କୁ ଜୀବନଜୀବିକା ଯୋଗାଇବା ପାଇଁ କେନ୍ଦ୍ର ସରକାର ଆତ୍ମନିର୍ଭର ଭାରତ ଅଭିଯାନ ଆରମ୍ଭ କରିବା ପରେ ଆସନ୍ତାକାଲି ଉତ୍ତରପ୍ରଦେଶ ସରକାର ଆତ୍ମନିର୍ଭର ଉତ୍ତରପ୍ରଦେଶ ରୋଜଗାର ଅଭିଯାନ ଆରମ୍ଭ କରିବେ। କେବଳ ଉତ୍ତରପ୍ରଦେଶକୁ ୩୦ ଲକ୍ଷ ପ୍ରବାସୀ ଶ୍ରମିକ ଫେରିଥିବା ବେଳେ ସେମାନଙ୍କ ମଧ୍ୟରେ ୨୫ ହଜାରରୁ ଅଧିକ ପ୍ରବାସୀ ଶ୍ରମିକ ଅଛନ୍ତି।

ଏହି ଅଭିଯାନରେ ଭାରତ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ସହ ଏଥିରେ ଶିଳ୍ପ ଓ ଅନ୍ୟାନ୍ୟ ସଂଗଠନ ମଧ୍ୟ ଅଂଶୀଦାର ରହିବେ। ଏହି ଅଭିଯାନ କର୍ମ ନିଯୁକ୍ତି ସୃଷ୍ଟି କରିବା ସହ ସ୍ଥାନୀୟ ଉଦ୍ୟୋଗୀ ମଧ୍ୟ ସୃଷ୍ଟି କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ଦିନ ୧୧ଟା ବେଳେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭିଡିଓ କନଫରେନସିଂ ଜରିଆରେ ଏହି ଅଭିଯାନର ଶୁଭାରମ୍ଭ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ୬ଟି ଜିଲ୍ଲାର ଗ୍ରାମବାସୀଙ୍କ ସହ ମଧ୍ୟ ମତ ବିନିମୟ କରିବେ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories