www.samajalive.in
Saturday, December 6, 2025
19.1 C
Bhubaneswar

ମହାକୁମ୍ଭରେ ଯୋଗ ଦେବାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ

ଡେସ୍କ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରବିବାର ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ଆସନ୍ତା ମାସରେ ପ୍ରୟାଗରାଜରେ ହେବାକୁ ଥିବା ମହାକୁମ୍ଭରେ ଯୋଗ ଦେବାକୁ ସେ ରାଷ୍ଟ୍ରପତି ମୁର୍ମୁଙ୍କୁ ନିମନ୍ତ୍ରଣ କରିଥିଲେ। ମହାକୁମ୍ଭ ଜାନୁଆରି ୧୩ ତାରିଖରୁ ଆରମ୍ଭ ହୋଇ ଫେବ୍ରୁଆରି ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories