www.samajalive.in
Tuesday, December 9, 2025
16.1 C
Bhubaneswar

୧୯ ବର୍ଷ ପରେ ନର୍ବାଚନ ଲଢ଼ିବେ ଜଣେ ମୁଖ୍ୟମନ୍ତ୍ରୀ

ଲକ୍ଷ୍ନୌ: ପାଖେଇ ଅସୁଛି ଉତ୍ତରପ୍ରଦେଶ ନିର୍ବାଚନ । ଆଉ ନିର୍ବାଚନ ପୂର୍ବରୁ ଦଳଡିଆଁ ପର୍ବ ମଧ୍ୟ ଆରମ୍ଭ ହୋଇଛି । ଆଉ ସବୁଠୁବଡ଼ କଥା ହେଉଛି ୧୯ ବର୍ଷ ପରେ ନର୍ବାଚନ ଲଢ଼ିବେ ଜଣେ ମୁଖ୍ୟମନ୍ତ୍ରୀ । ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋରଖପୁରରୁ ନିର୍ବାଚନ ଲଢ଼ିବେ । ଏତିକି ବେଳେ, ନିର୍ବାଚନ ମୈଦାନକୁ ଓହ୍ଲାଇଛନ୍ତି ୨୦୦୩ରେ ତତ୍କାଳୀନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦ । ମୁଲାୟମ ସିଂ ଯାଦବ ଗୁନ୍ନୌରରୁ ନିର୍ବାଚନ ଲଢିଥିଲେ । ତେବେ ଚଳିତ ନିର୍ବାଚନ ପାଇଁ ବିଜେପି ତାର ପ୍ରାର୍ଥୀ ତାଲିକା ଘୋଷଣା କରିସାରିଛି । ତାଲିକାରେ ୧୦୭ଜଣ ପ୍ରାର୍ଥୀଙ୍କ ନାଁ ରହିଛି ।

Hot this week

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

Related Articles

Popular Categories