www.samajalive.in
Saturday, December 6, 2025
23.1 C
Bhubaneswar

ଉତ୍ତରପ୍ରଦେଶରେ ପୁଣି ସରକାର ଗଢ଼ିବ ବିଜେପି

ଡେସ୍କ: ଆଜି ୫ଟି ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନର ଭୋଟ ଗଣତି ହେଉଛି। ପ୍ରାରମ୍ଭିକ ଫଳାଫଳ ଅନୁଯାୟୀ ଉତ୍ତରପ୍ରଦେଶରେ ପୁଣି ବିଜେପି ବହୁମତ ହାସଲ କରିବା ନେଇ ସୂଚନା ମିଳିଛି। ୨୦୧୭ ନିର୍ବାଚନ ଭଳି ଏଥର ମଧ୍ୟ ବିଜେପି ସରକାର ଗଠନ କରିବା ଏକ ପ୍ରକାର ନିଶ୍ଚିତ ହୋଇଛି।

ଚଳିତ ବିଧାନସଭା ନିର୍ବାଚନରେ ବିଜେପି ଉତ୍ତରପ୍ରଦେଶରେ ୪୦୩ଟି ଆସନରୁ ୨୫୦ଟିରେ ଆଗରେ ଥିବା ବେଳେ ସମାଜବାଦୀ ପାର୍ଟି ୧୦୫ଟିରେ ଆଗୁଆ ରହିଛି। ସେଠାରେ ସରକାର ଗଠନ ପାଇଁ ୨୦୨ଟି ଆସନରେ ବିଜୟୀ ହେବା ଆବଶ୍ୟକ ଥିବା ବେଳେ ବିଜେବି ସଫଳତା ଆଡକୁ ଅଗ୍ରସର ହେଉଛି।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories