www.samajalive.in
Saturday, December 13, 2025
23.1 C
Bhubaneswar

ଆଜି ୟୁପିରେ ଶେଷ ଭୋଟ; ୧୦ରେ ଗଣତି

ଲକ୍ଷ୍ନୌ,: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନର ଅନ୍ତିମ ତଥା ସପ୍ତମ ପର୍ଯ୍ୟାୟ ଭୋଟ ପାଇଁ ସୋମବାର ମତଦାନ ହେବ। ଏହି ପର୍ଯ୍ୟାୟରେ ରାଜ୍ୟର ୯ଟି ଜିଲାର ୫୪ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବ। ଏହି ନିର୍ବାଚନମଣ୍ଡଳୀ ମଧ୍ୟରୁ ତିନିଟି ଚାକିୟା, ରୋବର୍ଟଗଞ୍ଜ ଓ ଦୁଢି ନକ୍ସଲ ପ୍ରଭାବିତ ଅଞ୍ଚଳ ହୋଇଥିବାରୁ ଏଠାରେ ସକାଳ ୭ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ।

 

- Advertisement -

ଅବଶିଷ୍ଟ ୫୧ଟି ଆସନରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଭୋଟ ଗ୍ରହଣ ହେବ। ସପ୍ତମ ପର୍ଯ୍ୟାୟ ମତଦାନ ସହିତ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଭୋଟ ଗ୍ରହଣ ଶେଷ ହେବ। ପୂର୍ବରୁ ପଞ୍ଜାବ, ମଣିପୁର, ଗୋଆ ଓ ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଶେଷ ହୋଇଛି। ଏହି ସମସ୍ତ ୫ଟି ରାଜ୍ୟର ଭୋଟ ମାର୍ଚ୍ଚ ୧୦ ତାରିଖରେ ଗଣତି ହେବ।

Hot this week

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

ଫୁଟବଲର କିଙ୍ଗ୍‌ ଲିଓନେଲ୍‌ ମେସିଙ୍କୁ ଭେଟିଲେ ଶାହାରୁଖ

ସମାଜ ଡିଜିଟାଲ ଡେସ୍କ: ଆର୍ଜେଣ୍ଟିନାର କିମ୍ବଦନ୍ତୀ ଫୁଟବଲ ଷ୍ଟାର ଲିଓନେଲ୍‌ ମେସି...

ଭୟଙ୍କର ସଡ଼କ ଦୁର୍ଘଟଣା, ଟ୍ରକ୍ ଏବଂ ଅଟୋ ଧକ୍କାରେ ୩ ମୃତ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ଉନ୍ନାଓରେ ଏକ ଭୟଙ୍କର ସଡ଼କ...

ନୋବେଲ ବିଜେତା କାହିଁକି ବାରମ୍ବାର ହେଉଛନ୍ତି ଗିରଫ ? ପୂର୍ବରୁ ହୋଇସାରିଛନ୍ତି ୧୩ଥର

ନୂଆଦିଲ୍ଲୀ: ନୋବେଲ ପୁରସ୍କାର ବିଜେତା ନର୍ଗିସ୍ ମହମ୍ମଦୀ ଏବେ ଚର୍ଚ୍ଚାରେ ରହିଛନ୍ତି।...

Related Articles

Popular Categories