www.samajalive.in
Saturday, December 6, 2025
15.1 C
Bhubaneswar

ମର୍ମନ୍ତୁଦ ଦୁର୍ଘଟଣା ; ୩ ମୃତ,୫ ଆହତ

ଲଖନଉ : ଉତ୍ତରପ୍ରଦେଶର କାନପୁର ଜିଲାରେ ଏକ ବଡ ଧରଣର ସଡକ ଦୁର୍ଘଟଣା ଘଟିଥିବା ନେଇ ଗୁରୁବାର ଖବର ମିଳିଛି। ଏକ ପିକଅପ୍‌‌ ଭ୍ୟାନ ଏକ ଗଛ ସହ ଧକ୍କା ହୋଇ ଏହି ଦୁର୍ଘଟଣାରେ ୩ ଜଣଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ମିଳିଥିବା ସୂଚନାନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଚାଳକଙ୍କ ଆଖି ଲାଗିଯିବାରୁ ପିକଅପ ଗାଡି କାନପୁର ଜିଲାର ଘାଟମପୁର-ନୌରଙ୍ଗା ରାସ୍ତା କଡରେ ଥିବା ଏକ ଗଛ ସହ ଧକ୍କା ହୋଇଥିଲା।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories