୧୧ ବର୍ଷର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ; ଗୁରୁତର ଅବସ୍ଥାରେ ବିଲରୁ ଉଦ୍ଧାର, ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ : ଉତ୍ତରପ୍ରଦେଶର ରାମପୁର ଜିଲାରେ ଏକ ୧୧ ବର୍ଷୀୟ ଦିବ୍ୟାଙ୍ଗ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଘଟଣା ସାମ୍ନାକୁ ଆସିଛି । ଶିଶୁଟି ଚେତାଶୂନ୍ୟ ଓ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ଏହି ମାମଲାରେ ଜଣଙ୍କୁ ଗିରଫ କରି ତଦନ୍ତ ଜାରି ରଖିଛି । ଏହି ଅଭିଯୁକ୍ତ ଗୋଡରେ ଗୁଳି ମଧ୍ୟ ବାଜିଛି । ଶିଶୁଟି ମୂକ ଓ ବଧିର ବୋଲି ଜଣାପଡିବା ସହ ସେ ମଙ୍ଗଳବାର … Continue reading ୧୧ ବର୍ଷର ଦିବ୍ୟାଙ୍ଗ ନାବାଳିକାକୁ ଦୁଷ୍କର୍ମ; ଗୁରୁତର ଅବସ୍ଥାରେ ବିଲରୁ ଉଦ୍ଧାର, ଅଭିଯୁକ୍ତ ଗିରଫ