www.samajalive.in
Saturday, December 6, 2025
26.1 C
Bhubaneswar

୩ ବାଇକ୍‌ ଧକ୍କା ; ୫ ମୃତ

ନୂଆଦିଲ୍ଲୀ : ଉତ୍ତରପ୍ରଦେଶର ଗୋରଖପୁରରେ ଶନିବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ବିଳମ୍ବିତ ରାତିରେ ଗୋରଖପୁରରେ ଦୁର୍ଘଟଣାରେ ୨ ଶିଶୁଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ହୋଇଛି। ୩ ଜଣ ଗୁରୁତର ଆହତ ହୋଇଛନ୍ତି।
ଗୋରଖପୁର ନିକଟରେ ୩ଟି ବାଇକ୍‌ ଯାଉଥିବା ସମୟରେ ପରସ୍ପର ମଧ୍ୟରେ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣା ଖୁବ୍‌ ଜୋରରେ ଥିବା ସହ ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିଲା।

ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିବା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଜାରି ରଖିଛି।

ଦେଖନ୍ତୁ ଭିଡିଓ; ବିବାହ ଭୋଜିରେ ଦୋସା ପାଇଁ ମାର୍‌ପିଟ୍

- Advertisement -

 

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories