www.samajalive.in
Thursday, November 13, 2025
25.1 C
Bhubaneswar

ୟୁପି ପୁଲିସ ପରୀକ୍ଷା ପେପର ଲିକ୍‌ ମାମଲା: ପଦରୁ ହଟିଲେ ବୋର୍ଡ ଅଧ୍ୟକ୍ଷା

ଉତ୍ତରପ୍ରଦେଶ: ପୁଲିସ ପରୀକ୍ଷାରେ ହୋଇଥିବା ପେପର ଲିକ୍‌ ମାମଲାରେ କଡା ପଦକ୍ଷେପ ନିଆଯାଇଛି । ୟୁପି ସରକାରଙ୍କ ପକ୍ଷରୁ ବୋର୍ଡ ଅଧ୍ୟକ୍ଷା ରେଣୁକା ମିଶ୍ରାଙ୍କୁ ପଦରୁ ହଟାଇ ଦିଆଯାଇଛି । ତାଙ୍କ ସ୍ଥାନରେ ରାଜୀବ କୃଷ୍ଣାଙ୍କୁ ଦାୟିତ୍ୱ ହସ୍ତାନ୍ତର କରାଯାଇଛି । ଉତ୍ତରପ୍ରଦେଶରେ ୬୦ହଜାରରୁ ଅଧିକ କନଷ୍ଟେବଳ ପଦ ନିମନ୍ତେ ୪୮ ଲକ୍ଷ ଆଶାୟୀ ଆବେଦନ କରିଥିଲେ । ମାତ୍ର ପ୍ରଶ୍ନପତ୍ର ଲିକ୍‌ ହେବାରୁ ଏହି ପରୀକ୍ଷାକୁ ବାତିଲ କରାଯାଇଥିଲା । ଏହି ମାମଲାରେ ପୂର୍ବରୁ ବହୁ ଲୋକଙ୍କଚ ଗିରଫ କରାଯାଇଛି । ସୂଚନାଯୋଗ୍ୟ ୧୭ ଏବଂ ୧୮ରେ ଉତ୍ତରପ୍ରଦେଶ କନଷ୍ଟେବଳ ପଦବୀ ପାଇଁ ପରୀକ୍ଷା ହୋଇଥିଲା ।

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories