www.samajalive.in
Saturday, December 6, 2025
16.1 C
Bhubaneswar

ଚୀନରେ ଭୂକମ୍ପରେ ମୃତ୍ୟୁ ସଂଖ୍ୟା ୧୧୬

ବେଜିଙ୍ଗ : ଚୀନରେ ସୋମବାର ବିଳମ୍ବିତ ରାତିରେ ଅନୁଭୂତ ହୋଇଥିବା ଶକ୍ତିଶାଳୀ ଭୂକମ୍ପରେ ୧୧୬ ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ପ୍ରାୟ ୪୦୦ରୁ ଅଧିକ ଆହତ ହୋଇଛନ୍ତି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୬.୧ ରେକର୍ଡ କରାଯାଇଛି। ଗାନ୍‌‌ସୁ ପ୍ରାନ୍ତରେ ଭୂମି ଠାରୁ ୧୦ କିଲୋମିଟର ଗଭୀରରେ ବିଳମ୍ବିତ ରାତିରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ଭୂକମ୍ପରେ ଉଚ୍ଚତମ ଅଟ୍ଟାଳିକା ମଧ୍ୟ ଭୁଶୁଡି ପଡିଛି। ଚୀନରେ କ୍ଷୟକ୍ଷତିର ଦୃଶ୍ୟ ଭିଡିଓ ଓ ଫଟୋରୁ ଦେଖାଯାଉଛି। ଉଦ୍ଧାରକାର୍ଯ୍ୟ ଜାରି ରହିଛି। ଚୀନର ଜରୁରୀକାଳୀନ ସେବାକୁ ଭୂକମ୍ପ ପରେ ଭଗ୍ନାଂଶ ଅଟ୍ଟାଳିକା ତଳେ ଦବି ରହିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ ଦାୟିତ୍ୱ ଦିଆଯାଇଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories