www.samajalive.in
Sunday, December 7, 2025
26.1 C
Bhubaneswar

ୟୁପିଏସସି ସିଭିଲ ସର୍ଭିସ ପରୀକ୍ଷାରେ ଓଡ଼ିଆଙ୍କ ସଫଳତା

ଡେସ୍କ: କେନ୍ଦ୍ରୀୟ ଲୋକ ସେବା ଆୟୋଗ(ୟୁପିଏସସି) ଦ୍ବାରା ପରିଚାଳିତ ସିଭିଲ ସର୍ଭିସ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଈଶିତା କି‌ଶୋର ଟପ୍ପର ହୋଇଥିବା ବେଳେ ଦ୍ବିତୀୟ ସ୍ଥାନରେ ଗରିମା ଲୋହିଆ, ତୃତୀୟ ସ୍ଥାନରେ ଉମା ହରାତି ଏନ୍ ଓ ଚତୁର୍ଥ ସ୍ଥାନରେ ସ୍ମୃତି ମିଶ୍ରା ରହିଛନ୍ତି। ମୋଟ୍‌ ୯୩୩ ଜଣ ପରୀକ୍ଷାର୍ଥୀ ଏହି ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ଓଡ଼ିଶାରୁ ଏକାଧିକ ଛାତ୍ରଛାତ୍ରୀ ରହିଛନ୍ତି।

ଓଡ଼ିଶାରୁ ଅନୁପ ଦାସ ୩୮ ନମ୍ବର ରାଙ୍କରେ ଥିବା ବେଳେ ପ୍ରଣିତା ଦାସ ୪୨, ଅର୍ଣ୍ଣବ ମିଶ୍ର ୫୬, ଦୀକ୍ଷିତା ଯୋଶୀ ୫୮, କ୍ରିତିକା ମିଶ୍ର ୬୬, କସ୍ତୁରୀ ପଣ୍ଡା ୬୭, ପଲ୍ଲବୀ ମିଶ୍ର ୭୩ ଓ ପ୍ରଶାନ୍ତ ରାଜ ୯୭ ରାଙ୍କ ପାଇଛନ୍ତି। ସେହିପରି ସିଦ୍ଧାର୍ଥ ମିଶ୍ର ୧୦୬ ରାଙ୍କରେ ଥିବା ବେଳେ ସୌମ୍ୟରଞ୍ଜନ ଦାସ ୧୩୬, ସୋନାଲି ମିଶ୍ର ୧୪୦, ଦୁର୍ଗା ପ୍ରସାଦ ଅଧିକାରୀ ୧୬୨, ସୁଶ୍ରୀ ଶୁଭାଙ୍ଗୀ ଖୁଣ୍ଟିଆ ୨୪୮, ସତ୍ୟ ପ୍ରକାଶ ମିଶ୍ର ୨୬୧, ଆୟୁଷୀ ପ୍ରଧାନ ୩୩୪, ଦିବ୍ୟା ଜୈନ ୩୬୩, କୃତିକା ମିଶ୍ର ୪୦୧, ରଶ୍ମୀ ପ୍ରଧାନ ୪୦୫, ତେଜସ୍ୱିନୀ ବେହେରା ୫୧୬, ରାକେଶ କୁମାର ସାହୁ ୫୭୫, ପ୍ରଥମା ପ୍ରତୀକ୍ଷା ପ୍ରଧାନ ୬୭୦, ଶୁଭସ୍ନିଗ୍ଧା ସେଠୀ ୬୮୦, ଶୁଭମ ମିଶ୍ର ୬୮୮, ନିବେଦିତା ଦାସ ୮୪୮, ବୀରେନ୍ଦ୍ର କୁମାର ଦାସ ୮୫୪ ଓ ମାନସଜ୍ୟୋତି ଦାସ ୮୮୧ ରାଙ୍କରେ ରହିଛନ୍ତି।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories