www.samajalive.in
Wednesday, December 10, 2025
14.1 C
Bhubaneswar

ୟୁପିଏସସି ମୁଖ୍ୟ ପରୀକ୍ଷା ଫଳ ପ୍ରକାଶିତ, ୨୭୩୬ କୃତକାର୍ଯ୍ୟ

ସମାଜଲାଇଭ ଡେସ୍କ: କେନ୍ଦ୍ରୀୟ ଲୋକସେବା ଆୟୋଗ(ୟୁପିଏସସି) ସିଭିଲ ସର୍ଭିତ ମୁଖ୍ୟ ପରୀକ୍ଷା-୨୦୨୫ର ଫଳାଫଳ ପ୍ରକାଶ ପାଇଛି। ଏଥିରେ ୨୭୩୬ ପରୀକ୍ଷାର୍ଥି କୃତକାର୍ଯ୍ୟ ହୋଇଛନ୍ତି। ସେମାନେ ସାକ୍ଷାତକାର ପରୀକ୍ଷାରେ ଅଂଶଗ୍ରହଣ କରିବା ଲାଗି ଚୟନ ହୋଇଛନ୍ତି।

ଗତ ଅଗଷ୍ଟ ୨୨ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ମୁଖ୍ୟ ପରୀକ୍ଷା ଆୟୋଜିତ ହୋଇଥିଲା। ଏଥିରେ ମୋଟ ୨୭୩୬ ଜଣ ବାଜି ମାରିଛନ୍ତି। ସାକ୍ଷାତକାରରେ ସଫଳ ହେବା ପରେ ସେମାନଙ୍କୁ ଭାରତୀୟ ପ୍ରଶାସନିକ ସେବା(ଆଇଏଏସ), ଭାରତୀୟ ବିଦେଶ ସେବା(ଆଇଏଫଏସ), ଭାରତୀୟ ପୁଲିସ ସେବା(ଆଇପିଏସ) ଏବଂ ଅନ୍ୟାନ୍ୟ କେନ୍ଦ୍ରୀୟ ପଦପଦବୀରେ ନିଯୁକ୍ତି ମିଳିବ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories