www.samajalive.in
Monday, December 8, 2025
27.1 C
Bhubaneswar

ଏପ୍ରିଲରୁ ହେବନି ରବିବାର କ୍ଲାସ – ମନ୍ତ୍ରୀ

ଭୁବନେଶ୍ୱର : ଆସନ୍ତା ଏପ୍ରିଲରୁ ରାଜ୍ୟର ସ୍କୁଲ ଗୁଡିକରେ ରିଭିଜନ କ୍ଲାସ୍‍ ଚାଲିବ ତେଣୁ ରବିବାର କ୍ଲାସ୍‍ ହେବନି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ପିଲାମାନଙ୍କର କୋର୍ସ ଶେଷ ହୋଇ ଆସିଲାଣି। ତେଣୁ ନିୟମିତ କ୍ଲାସ୍‍ର ଆବଶ୍ୟକତା ନାହିଁ। ପିଲାଙ୍କ ସଂଖ୍ୟା ମଧ୍ୟ ସ୍କୁଲରେ ଧୀରେ ଧୀରେ ହ୍ରାସ ପାଉଛି। ଏବେ ସେଲ୍‌ଫ ଷ୍ଟଡି ଉପରେ ପିଲାମାନେ ଗୁରୁତ୍ୱ ଦେବା ଆବଶ୍ୟକ ବୋଲି ସେ କହିଛନ୍ତି।
ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି ଯେ ‘ଶିକ୍ଷାଦର୍ପଣ’ ପୁସ୍ତିକା ଛାତ୍ରଛାତ୍ରୀମାନଙ୍କୁ ଯଥେଷ୍ଟ ସାହାଯ୍ୟ କରୁଛି ଓ ଆଗାମୀ ଦିନରେ ପିଲାମାନେ ନିଜେ ଘରେ ରହି ପରୀକ୍ଷା ପାଇଁ ପ୍ରସ୍ତୁତ ହେବେ।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories