www.samajalive.in
Saturday, December 6, 2025
16.1 C
Bhubaneswar

ଆମେରିକାର ଆଲାସ୍କାରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ : ଆମେରିକାର ଆଲାସ୍କା ରାଜ୍ୟରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ସୋମବାର ରାତିରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୭.୫ ରେକର୍ଡ କରାଯାଇଛି। ଭୂକମ୍ପରେ ଛୋଟ ସୁନାମି ମଧ୍ୟ ସୃଷ୍ଟି ହୋଇଥିବା ଜଣାପଡିଛି।  ଭୂକମ୍ପ ଏତେ ଭୟଙ୍କର ଥିଲା ଯେ କୋଠାଗୁଡ଼ିକ ଜୋରରେ ଥରାଇ ଦେଇଥିଲା। ଏଥି ସହିତ ବର୍ତ୍ତମାନ ଭୂକମ୍ପ ପରେ ଆଲାସ୍କାରେ ସୁନାମି ସତର୍କ ସୂଚନା ଜାରି କରାଯାଇଛି।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories