www.samajalive.in
Wednesday, December 10, 2025
17.1 C
Bhubaneswar

ଦ୍ୱିପାକ୍ଷିକ ପ୍ରତିରକ୍ଷା ସହଯୋଗ – ଭାରତ ଆସିବେ ଆମେରିକାର ପ୍ରତିରକ୍ଷା ସଚିବ

ଡେସ୍କ:ଆମେରିକାର ପ୍ରତିରକ୍ଷା ସଚିବ ଲଏଡ଼ ଅଷ୍ଟିନ ଆସନ୍ତା ମାସରେ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଭାରତ ଓ ଆମେରିକା ମଧ୍ୟରେ ଦ୍ୱିପାକ୍ଷିକ ପ୍ରତିରକ୍ଷା ସହଯୋଗ ବୃଦ୍ଧି ଉଦ୍ଦେଶ୍ୟରେ ସେ ଭାରତ ଆସୁଥିବା ସୂଚନା ମିଳିଛି। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପରେ ଆମେରିକା ପ୍ରତିରକ୍ଷା ସଚିବଙ୍କ ଭାରତ ଗସ୍ତ କାଳରେ ଅନେକଗୁଡ଼ିଏ ପ୍ରତରକ୍ଷା ସମ୍ବନ୍ଧୀୟ ଆଲୋଚନା ପର୍ଯ୍ୟାଲୋଚନା ହେବାର ଅନୁମାନ କରାଯାଉଛି। ପ୍ରତିରକ୍ଷା ମନ୍ତ୍ରଣାଳୟର ଜଣେ ଅଧିକାରୀ କହିଛନ୍ତି ଯେ, ଆମେରିକା ଭାରତ ସହ ପ୍ରତିରକ୍ଷା ସମ୍ପର୍କକୁ ଅଗ୍ରାଧିକାର ଦେଇଥାଏ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories