www.samajalive.in
Wednesday, December 10, 2025
15.1 C
Bhubaneswar

ବେଲୁଚିସ୍ତାନ ଲିବରେସନ୍‍ ଆର୍ମି ଏକ ଆତଙ୍କବାଦୀ ସଂଗଠନ : ଆମେରିକା

ୱାଶିଂଟନ : ବେଲୁଚିସ୍ତାନ ଲିବରେସନ୍‍ ଆର୍ମିକୁ ଆମେରିକା ଏକ ଆତଙ୍କବାଦୀ ସଂଗଠନ ବୋଲି ଘୋଷଣା କରିଛି। ପାକିସ୍ତାନୀ ଶାସନ ବିରୁଦ୍ଧରେ ସଂଗ୍ରାମ କରୁଥିବା ବେଲୁଚିସ୍ତାନରେ ଲିବରେସନ୍‍ ଆର୍ମିକୁ ଯୁକ୍ତରାଷ୍ଟ୍ର ଆମେରିକା ଶେଷରେ ଏକ ଆତଙ୍କବାଦୀ ସଂଗଠନ ବୋଲି ଘୋଷଣା କରିଛି । ଏହି ସଂଗଠନ ବାଲୁଚସ୍ତାନରେ ବିଭିନ୍ନ ଆତଙ୍କବାଦୀ ଆକ୍ରମଣ ଘଟାଇଛି ବୋଲି ୱାଶିଂଟନ ପକ୍ଷରୁ କୁହାଯାଇଛି । ପୂର୍ବରୁ ପାକିସ୍ତାନ ଏହି ସଂଗଠନକୁ ଏକ ଆତଙ୍କବାଦୀ ସଂଗଠନ ବୋଲି  ତାଲିକାଭୁକ୍ତ କରିଛି । ଯୁକ୍ତରାଷ୍ଟ୍ର ଆମେରିକା ଏହାକୁ ଆତଙ୍କବାଦୀ ସଂଗଠନ ବୋଲି ଘୋଷଣା କରିବା ପାଇଁ ପାକିସ୍ତାନ ପକ୍ଷରୁ ଚାପ ପ୍ରୟୋଗ କରାଯାଉଥିଲା।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories