www.samajalive.in
Saturday, December 6, 2025
23.1 C
Bhubaneswar

ମୋଦୀଙ୍କ ‘ଘର ମେ ଘୁସ କର…’ ମନ୍ତବ୍ୟ ଉପରେ ଆମେରିକାର ପ୍ରତିକ୍ରିୟା

ଡେସ୍କ: ଆମେରିକା ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ମାଥ୍ୟୁ ମିଲର ପାକିସ୍ତାନ ମାଟିରେ ଭାରତର ଆତଙ୍କବାଦ ବିରୋଧୀ ଅଭିଯାନ ସମ୍ପର୍କିତ ଅଭିଯୋଗ ଉପରେ ମନ୍ତବ୍ୟ ଦେଇ କହିଛନ୍ତି ଯେ ଭାରତ ଏବଂ ପାକିସ୍ତାନ ଆଲୋଚନା ମାଧ୍ୟମରେ ସମାଧାନର ବାଟ ଖୋଜିବା ଉଚିତ।

୮୩୫୦ ନିର୍ବାଚନୀ ବଣ୍ଡ୍ ପାଇଁ ବିଲ୍ ଦାଖଲ କରିନାହିଁ ଷ୍ଟେଟ ବ୍ୟାଙ୍କ

- Advertisement -

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆତଙ୍କବାଦୀଙ୍କୁ ମାରିବା ପାଇଁ ସୀମା ଅତିକ୍ରମ କରିବାକୁ ଭାରତ ପଛଘୁଞ୍ଚା ଦେବ ନାହିଁ ବୋଲି ନିକଟରେ ଦେଇଥିବା ବୟାନ ସମ୍ପର୍କରେ ପଚରାଯିବାରୁ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ମାଥ୍ୟୁ ମିଲର କହିଛନ୍ତି, “ଆମେରିକା ଏହା ମଝିରେ ପ୍ରବେଶ କରିବ ନାହିଁ, କିନ୍ତୁ ଆମେ ଉଭୟ ଭାରତ ଏବଂ ପାକିସ୍ତାନକୁ ଉତ୍ତେଜନା ଏଡ଼ାଇବା ଏବଂ ଆଲୋଚନା ମାଧ୍ୟମରେ ସମାଧାନ ଖୋଜିବାକୁ ପ୍ରୋତ୍ସାହିତ କରୁଛୁ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories