www.samajalive.in
Thursday, December 11, 2025
23.1 C
Bhubaneswar

ଭାରତ ଆସିବେ ଆମେରିକା ଉପରାଷ୍ଟ୍ରପତି

ସମାଜ ଡିଜିଟାଲ ଡେସ୍କ: ଆମେରିକା ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଭାରତ ଗସ୍ତରେ ଆସିବେ। ଆସନ୍ତା ୧୮ ତାରିଖରୁ ୨୪ ତାରିଖ ମଧ୍ୟରେ ଭାନ୍ସ ସପରିବାର ଇଟାଲୀ ଏବଂ ଭାରତ ଗସ୍ତରେ ଆସିବେ ବୋଲି ତାଙ୍କ କାର୍ଯ୍ୟାଳୟ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି।

ଭାରତ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିବେ। ଦୁଇ ଦେଶ ମଧ୍ୟରେ ଅର୍ଥନୈତିକ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶୁଳ୍କ ବୃଦ୍ଧି ସମୟରେ ବିଶ୍ଵସ୍ତରରେ ଦେଖାଦେଉଥିବା ଭୂରାଜନୈତିକ ସମସ୍ୟା ସମ୍ବନ୍ଧରେ ଆଲୋଚନା ହେବାର ସମ୍ଭାବନା ରହିଛି। ଭାନ୍ସ ଏବଂ ତାଙ୍କ ପରିବାର ବିଭିନ୍ନ ଐତିହ୍ୟ ସ୍ଥଳ ପରିଦର୍ଶନ କରିବା ସହିତ ଦିଲ୍ଲୀ, ଜୟପୁର ଏବଂ ଆଗ୍ରା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।

Hot this week

ମୋଦୀଙ୍କୁ କାହିଁକି ଫୋନ୍ କଲେ ନେତାନ୍ୟାହୁ ?

ନୂଆଦିଲ୍ଲୀ: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ...

ବିହାରରୁ ନୀତୀଶ କୁମାରକୁ ବାନ୍ଧିଲା ସିବିଆଇ

ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଭୁବନେଶ୍ବର : ପୁଲିସ ସବ୍‌...

ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଯୁବକ

ଜୋରିମାନା ନେଉଛ, ଭଲ ରାସ୍ତା ଦିଅ ଭୁବନେଶ୍ବର : ଟ୍ରାଫିକ ନିୟମ ଉଲ୍ଲଘଂନକାରୀଙ୍କ...

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

ନୂତନ କର୍ମକର୍ତ୍ତାଙ୍କ ସହ ବିଜେପିର ବୈଠକ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ...

Related Articles

Popular Categories