www.samajalive.in
Saturday, December 6, 2025
16.1 C
Bhubaneswar

ଶୁକ୍ର, ଚନ୍ଦ୍ରମାଙ୍କ ସ୍ଥିତି ସୁଦୃଢ ଓ ମାନସିକ ଶାନ୍ତି ପାଇଁ ଏପରି କରନ୍ତୁ ଜଳର ପ୍ରୟୋଗ

ଜ୍ୟୋତିଷ ଶାସ୍ତ୍ରରେ ଜଳର କେଉଁ ଗ୍ରହଙ୍କ ସହ ସମ୍ବନ୍ଧ ରହିଛି  –

ଜଳର ମୁଖ୍ୟତଃ ଚନ୍ଦ୍ରମା ଓ ଶୁକ୍ର ଗ୍ରହଙ୍କ ସହ ସମ୍ବନ୍ଧ ରହିଛି। 

- Advertisement -

କିଛି ମାତ୍ରାର ଏହାର ସମ୍ବନ୍ଧ ମଙ୍ଗଳ ଗ୍ରହଙ୍କ ସହ ରହିଛି। 

ଜଳର ସଠିକ ପ୍ରୟୋଗ କରିବା ଦ୍ୱାରା ଜାତକରେ ଶୁକ୍ର ଓ ଚନ୍ଦ୍ରମାଙ୍କ ସ୍ଥିତି ଉତ୍ତମ ରହିଥାଏ। 

ଚନ୍ଦ୍ରମାଙ୍କ ସ୍ଥିତି ସୁଦୃଢ ଓ ମାନସିକ ଶାନ୍ତି ପାଇଁ ଏପରି କରନ୍ତୁ ଜଳର ପ୍ରୟୋଗ –

ଘରର ବଗିଚାରେ ବହୁ ପ୍ରକାରର ଫୁଲର ବୃକ୍ଷ ଲଗାନ୍ତୁ ଓ ନିୟମିତ ସେଥିରେ ଜଳ ଅର୍ପଣ କରନ୍ତୁ।

ବର୍ଷାର ଜଳ ଏକ କାଚ ପାତ୍ରରେ ନେଇ କିଛି ସମୟ ଯାଏଁ ନିଜ ଶୟନ କକ୍ଷରେ ରଖନ୍ତୁ। 

ଚନ୍ଦ୍ରମାଙ୍କ ସ୍ଥିତି ମଜଭୂତ କରିବା ପାଇଁ ସ୍ନାନ କରିବା ସମୟରେ ପ୍ରଥମେ ନାଭିରେ ଜଳ ପକାଇ ସ୍ନାନ କରନ୍ତୁ। 

ଶୁକ୍ରଙ୍କ ସ୍ଥିତି ମଜଭୂତ କରିବା ପାଇଁ ଏପରି କରନ୍ତୁ ଜଳର ପ୍ରୟୋଗ –

ପ୍ରତିଦିନ ୨ଥର ସ୍ନାନ କରନ୍ତୁ।

ସ୍ନାନ ଜଳରେ କିଛି ମାତ୍ରାରେ ଗୋଲାପ ଜଳ ମିଶାନ୍ତୁ। 

କାଚ ଗ୍ଲାସରେ ନିୟମିତ ଜଳ ପିଅନ୍ତୁ।

ପାଣି ପାତ୍ର ଉପହାରରେ ଦିଅନ୍ତୁ ନାହିଁ। 

 

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories