www.samajalive.in
Saturday, December 6, 2025
16.1 C
Bhubaneswar

ଗାୟିକା ଉଷା ଉଥୁପ୍‌ଙ୍କ ସ୍ଵାମୀ ଜାନୀ ଚାକୋଙ୍କ ପରଲୋକ

ସମାଜ ଡିଜିଟାଲ ଡେସ୍କ: ବଲିଉଡ଼ର ଲୋକପ୍ରିୟ ତଥା ବରିଷ୍ଠ ଗାୟିକା ଉଷା ଉଥୁପ୍‌ଙ୍କ ସ୍ଵାମୀ ଜାନୀ ଚାକୋ ଉଥୁପ୍‌ଙ୍କ ପରଲୋକ ଘଟିଛି। ସୋମବାର କଲକାତାରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ୭୮ ବର୍ଷୀୟ ଜାନୀ ଘରେ ଟିଭି ଦେଖିବା ସମୟରେ ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ଲୋକେ ସୂଚନା ଦେଇଛନ୍ତି।

- Advertisement -

ସୂଚନାଯୋଗ୍ୟ, ଜାନୀ ଚାକୋ ଉଷା ଉଥୁପ୍‌ଙ୍କ ଦ୍ଵିତୀୟ ସ୍ଵାମୀ ଥିଲେ। ଉଷାଙ୍କ ବ୍ୟତୀତ ସେ ତାଙ୍କର ଦୁଇ ସନ୍ତାନଙ୍କୁ ମଧ୍ୟ ଛାଡ଼ି ଯାଇଛନ୍ତି। ତାଙ୍କର ଗୋଟିଏ ପୁଅ ଓ ଗୋଟିଏ ଝିଅ ଅଛନ୍ତି। ମଙ୍ଗଳବାର ଜାନୀ ଚାକୋ ଉଥୁପ୍‌ଙ୍କ ଅନ୍ତିମ ସଂସ୍କାର କରାଯିବ ବୋଲି ଜଣାପଡ଼ିଛି।

 

Hot this week

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

Related Articles

Popular Categories