www.samajalive.in
Sunday, December 14, 2025
23.1 C
Bhubaneswar

ଉତ୍କଳ ବାଳାଶ୍ରମରେ ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ

କଣ୍ଟାବାଞ୍ଜି : ଉତ୍କଳ ବାଲାଶ୍ରମଠାରେ ‘ସ୍ବଚ୍ଛତା ହିଁ ସେବା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବରେ ଡ.ଗୋବିନ୍ଦ ଅଗ୍ରୱାଲ, ସମ୍ମାନିତ ଅତିଥି ଭାବରେ ଚିନ୍ମୟ କୁମାର ଯୋଷୀ, ଲଲିତ ଅଗ୍ରୱାଲ, ଅନୀଲ ଅଗ୍ରୱାଲ ଉପସ୍ଥିତ ରହି ବାଳାଶ୍ରମର ଶିଶୁ ମାନଙ୍କ ସହିତ ବୃକ୍ଷ ରୋପଣ କରିଥିଲେ। ମୁଖ୍ୟ ଅତିଥି ଶିଶୁମାନଙ୍କୁ ପ୍ରତ୍ୟହ ହାତ ଧୋଇ କିଭଳି ନିଜ ଶରୀରକୁ ସୁସ୍ଥ ରଖିବା ସେହି ବିଷୟରେ ବୁଝାଇଥିଲେ । ବାଳାଶ୍ରମ ଇନଚାର୍ଜ ସମୀର ସାଗର କାର୍ଯ୍ୟକ୍ରମ ପରିଚାଳନା ସହ ଧନ୍ୟବାଦ ଦେଇଥିଲେ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories