ଉତ୍କଳ ଦିବସରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଡେସ୍କ: ଆଜି ଓଡ଼ିଶା ଦିବସ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସାମାଜିକ ଗଣମାଧ୍ୟମ ପୋଷ୍ଟରେ ରାଷ୍ଟ୍ରପତି କହିଛନ୍ତି ଯେ ଓଡ଼ିଶା ତା’ର ବିପୁଳ ପ୍ରାକୃତିକ ସମ୍ପଦ ଏବଂ ସମୃଦ୍ଧ ସାଂସ୍କୃତିକ ଐତିହ୍ୟ ପାଇଁ ସୁପରିଚିତ। ଯେ କୌଣସି ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ହେବାର ସାମର୍ଥ୍ୟ ବହନ କରୁଥିବା ଓଡ଼ିଶାର ଜନସାଧାରଣଙ୍କର ରାଜ୍ୟ ତଥା ଦେଶର ବିକାଶରେ ବଡ଼ ଅବଦାନ ରହିଛି। ଶତାବ୍ଦୀ ଶତାବ୍ଦୀ … Continue reading ଉତ୍କଳ ଦିବସରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ