www.samajalive.in
Monday, December 15, 2025
16.1 C
Bhubaneswar

ବାଣୀବିହାରରେ ବୁଲିଲା ଖଣ୍ଡା, ଭୁଜାଲି

ଭୁବନେଶ୍ବର: ବାଣୀବିହାର ପରିସରରେ ବୁଲିଲା ଖଣ୍ଡା ଓ ଭୁଜାଲି। ଉତ୍କଳ ବିଶ୍ବବିଦ୍ୟାଳୟର ପୁରୁଣା କୁଳପତିଙ୍କ କାର୍ଯ୍ୟାଳୟ ଆଗରେ ଦୁଇ ଛାତ୍ରଗୋଷ୍ଠୀ ମଧ୍ୟରେ ଆକ୍ରମଣ ଓ ପ୍ରତି ଆକ୍ରମଣ ହୋଇଛି। ଉଭୟ ଛାତ୍ରଗୋଷ୍ଠୀ ଗାଳିଗୁଲଜ ସହ ଖଣ୍ଡା ଓ ଭୁଜାଲି ବୁଲାଇ ଆତଙ୍କ ଖେଳାଇଲେ। କିଛି ଗାଡ଼ି ଭଙ୍ଗାରୁଜା ସହ ଠେଙ୍ଗାରେ ଆକ୍ରମଣ ହୋଇଥିବା ସୂଚନା ମିଳିଛି। ଦୁଇ ଛାତ୍ରଗୋଷ୍ଠୀଙ୍କ ମଧ୍ୟରେ ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories