www.samajalive.in
Saturday, December 13, 2025
21.1 C
Bhubaneswar

ଯତିନ୍ଦ୍ରନାଥ ମହାନ୍ତିଙ୍କ ବିୟୋଗରେ ସ୍ମୃତିସଭା

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର ଦର୍ଶନ ବିଭାଗ ଏବଂ ନିଖିଳ ଉତ୍କଳ ଦର୍ଶନ ପରିଷଦ ପକ୍ଷରୁ ବିଶିଷ୍ଟ ଦାର୍ଶନିକ ଯତିନ୍ଦ୍ରନାଥ ମହାନ୍ତିଙ୍କ ବିୟୋଗରେ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦର୍ଶନ ବିଭାଗ ମୁଖ୍ୟ ଡ.ସରୋଜକାନ୍ତ କର ସ୍ୱର୍ଗତ ଯତିନ୍ଦ୍ରନାଥ ମହାନ୍ତିଙ୍କ ବହୁମୁଖି ପ୍ରତିଭା ଉପରେ ଆଲୋକପାତ କରିଥିଲେ।

ସ୍ମୃତିଚାରଣ ସଭାରେ ପ୍ରଫେସର ବିଜୟାନନ୍ଦ କର ଯୋଗଦେଇ ସ୍ୱର୍ଗତ ଯତିନ୍ଦ୍ରନାଥ ମହାନ୍ତିଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କରିବାକୁ ଆହ୍ୱାନ ଦେଇଥିଲେ। ନିଖିଳ ଉତ୍କଳ ଦର୍ଶନ ପରିଷଦର ସମ୍ପାଦକ ଡ.ସଚ୍ଚିନ୍ଦ୍ର ରାଉଳ, ପ୍ରଫେସର ପ୍ରଫୁଲ୍ଲ କୁମାର ମହାପାତ୍ର, ପ୍ରଫେସର ଶରତଚନ୍ଦ୍ର ପାଣିଗ୍ରାହୀ ପ୍ରମୁଖ ସ୍ୱର୍ଗତ ମହାନ୍ତିଙ୍କ ସ୍ମୃତି ଚାରଣ କରିଥିଲେ। ଡ.ନନ୍ଦିନୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories