www.samajalive.in
Sunday, December 14, 2025
19.1 C
Bhubaneswar

ବାଣୀବିହାର କ୍ୟାମ୍ପସରୁ ବାହାରିବେ ଅଣଛାତ୍ର

ସମାଜ ଡିଜିଟାଲ ଡେସ୍କ: ଏବେ ଅଣଛାତ୍ର ମୁକ୍ତ ହେବ ଉତ୍କଳ ବିଶ୍ୱବିଦ୍ୟାଳୟ । ଆଜି ଉତ୍କଳ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଚଢାଉ କରିଛି କମିସନରେଟ୍‍ ପୁଲିସ । ଦିନ ୧୦ଟା ୩୦ମିନିଟରେ ବିଭିନ୍ନ ହଷ୍ଟେଲରେ ପୁଲିସ ଟିମ୍‍ ଚଢାଉ କରି ଅଣଛାତ୍ରଙ୍କୁ ତଡିବାରେ ଲାଗିଛି । ହଷ୍ଟେଲ ୧,୨,୩,ଓ ୫ ରୁ ବିଦା ହେବେ ସମସ୍ତ ଅଣଛାତ୍ର । ପୁଲିସ ଅଧିକାରୀଙ୍କ ସହ ବିଶ୍ୱବିଦ୍ୟାଳୟର ବରିଷ୍ଠ ଅଧିକାରୀ ମଧ୍ୟ ରେଡରେ ସାମିଲ ହୋଇଛନ୍ତି । ବନ୍ଦ ଥିବା ହଷ୍ଟେଲ୍‍ ରୁମ୍‍ ତାଲା ଭାଙ୍ଗି ଯାଞ୍ଚ କରୁଛନ୍ତି କର୍ତ୍ତୃପକ୍ଷ । ଚଢାଉ ପାଇଁ ଆଜି ଦିନ ୧ଟା ୩୦ମିନିଟ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟର ସମସ୍ତ କ୍ଲାସକୁ ରଦ୍ଦ କରିଛନ୍ତି ପିଜି କାଉନସିଲ୍‍ । ଅଣଛାତ୍ରଙ୍କୁ ତଡିବା ପାଇଁ ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‍ ଭିତରେ ଏକକାଳୀନ ଭାବେ ୩ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ ହୋଇଛନ୍ତି । ଏହି ଅଭିଯାନରେ ସାମିଲ ହୋଇଛନ୍ତି  ବିଶ୍ୱବିଦ୍ୟାଳୟର କୁଳପତି, ଅଧ୍ୟାପକ, ଅଧ୍ୟାପିକା ।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories