www.samajalive.in
Saturday, December 6, 2025
23.1 C
Bhubaneswar

‘ସମାଜ’ ଭୁବନେଶ୍ବର ଶାଖା କାର୍ଯ୍ୟାଳୟରେ ଗୋପବନ୍ଧୁଙ୍କ ଶ୍ରାଦ୍ଧ ଦବିସ ପାଳିତ

ଭୁବନେଶ୍ବର : ମହାନ୍ ଦେଶଭକ୍ତ, ସେବା ଓ ତ୍ୟାଗର ପ୍ରତୀକ ତଥା ‘ସମାଜ’ର ପ୍ରତିଷ୍ଠାତା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ  ୯୨ ତମ ଶ୍ରାଦ୍ଧ ଦିବସ ‘ସମାଜ’ ଭୁବନେଶ୍ବର ଶାଖା କାର୍ଯ୍ୟାଳୟରେ ଶନିବାର ପାଳିତ ହୋଇଯାଇଛି। କାର୍ଯ୍ୟାଳୟ ପରିସରରେ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଏହି ଅବସରରେ ବ୍ୟୁରୋ ଚିଫ୍ ସମରେନ୍ଦୁ ଦାସ, ବ୍ରାଞ୍ଚ ଇନଚାର୍ଜ ଭରତ ଦାସ,ପ୍ରସନ୍ନ କୁମାର ପତି, ହିମାଂଶୁ କର, ସ୍ବସ୍ତି ରଞ୍ଜନ ସାହୁ, ବ୍ରଜ କିଶୋର ବାରିକ, ବିଶ୍ବମୋହନ ପତି, ସୁନିଲ ଦାସ, ସତ୍ୟସାଇ ବିଶ୍ବାଳ,ଲଲାଟ ସାହୁ, ବିନାୟକ ଶତପଥୀ, ଜଗେଶ୍ବର ବିଶ୍ବାଳ ଓ ଅନ୍ୟ କର୍ମଚାରୀମାନେ ଉପସ୍ଥିତ ରହି ଗୋପବନ୍ଧୁଙ୍କ ସ୍ମୃତିଚାରଣ କରିଥିଲେ।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories