www.samajalive.in
Tuesday, December 9, 2025
16.1 C
Bhubaneswar

ସାଢେ ୧୧ଟା ସୁଦ୍ଧା ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର

ଭୁବନେଶ୍ବର : ଆଜି ଦିନ ସାଢେ ୧୧ଟା ସୁଦ୍ଧା ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର । ସାଙ୍ଗରେ ପୁଅ ବାବୁସାନ୍ ଓ ବୋହୂ ତୃପ୍ତି ଅଛନ୍ତି ବୋଲି ସୂଚନା ଦେଇଛନ୍ତି ପାରିବାରିକ ବନ୍ଧୁ ରବି ମିଶ୍ର । ଜଗନ୍ନାଥବିହାର ସ୍ଥିତ ଘରେ ବନ୍ଧୁ, ପରିଜନମାନେ ଜଣଙ୍କ ପରେ ଜଣେ ପହଞ୍ଚୁଛନ୍ତି । ଶେଷ ଦର୍ଶନ ପାଇଁ ବନ୍ଧୁ ଓ ଶୁଭେଚ୍ଛୁ ଆସି ପହଞ୍ଚୁଛନ୍ତି । ମେଦାନ୍ତରୁ ମରଶରୀର ଆସିବା ପରେ ଶେଷ ଦର୍ଶନ କରିବେ । ଏହା ପରେ ସତ୍ୟନଗର ଶ୍ମଶାନରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସମ୍ପର୍ଣ୍ଣ ହେବ ।

ଆରପାରିରେ ଅଭିମାନୀ ଅଭିନେତା ଉତ୍ତମ ମହାନ୍ତି…

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories