www.samajalive.in
Saturday, December 6, 2025
15.1 C
Bhubaneswar

ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଗୁରୁତର

ଭୁବନେଶ୍ୱର : ଓଲିଉଡ୍‌ର ବର୍ଷୀୟାନ ଅଭିନେତା ଉତ୍ତମ ମହାନ୍ତି ଗୁରୁତର ହୋଇଛନ୍ତି। ଶନିବାର ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଭେଣ୍ଟିଲେଟରରେ ଥିବା ସୂଚନା ମିଳିଛି। ଆଇସିୟୁରେ ତାଙ୍କ ଚିକିତ୍ସା ଜାରି ରହିଛି। ହସ୍ପିଟାଲରେ ପତ୍ନୀ ଅପରାଜିତା ଓ ପୁଅ ବାବୁଶାନ୍‌ ରହିଛନ୍ତି।

ମହାଶିବରାତ୍ରୀରେ ଶନି-ବୁଧ ଚଳନ: ଏହି ରାଶିଙ୍କ ସୁନା ଭଳି ଚମକିବ ଭାଗ୍ୟ, ହେବେ ମାଲାମାଲ୍‌, ମିଳିବ ଚାକିରି

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories