ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଗୁରୁତର
ଭୁବନେଶ୍ୱର : ଓଲିଉଡ୍ର ବର୍ଷୀୟାନ ଅଭିନେତା ଉତ୍ତମ ମହାନ୍ତି ଗୁରୁତର ହୋଇଛନ୍ତି। ଶନିବାର ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଭେଣ୍ଟିଲେଟରରେ ଥିବା ସୂଚନା ମିଳିଛି। ଆଇସିୟୁରେ ତାଙ୍କ ଚିକିତ୍ସା ଜାରି ରହିଛି। ହସ୍ପିଟାଲରେ ପତ୍ନୀ ଅପରାଜିତା ଓ ପୁଅ ବାବୁଶାନ୍ ରହିଛନ୍ତି। ମହାଶିବରାତ୍ରୀରେ ଶନି-ବୁଧ ଚଳନ: ଏହି ରାଶିଙ୍କ ସୁନା ଭଳି ଚମକିବ ଭାଗ୍ୟ, ହେବେ ମାଲାମାଲ୍, ମିଳିବ ଚାକିରି
Copy and paste this URL into your WordPress site to embed
Copy and paste this code into your site to embed