ବାଲିୟା: ଉତ୍ତରପ୍ରଦେଶର ବାଲିୟାଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ହୋଇଛି। ଭାରସାମ୍ୟ ହରାଇ ପିକଅପ୍ ଭ୍ୟାନଟି କମାଣ୍ଡର ଜିପକୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୨ଜଣ ଗୁରୁତରଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୋମବାର ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଥିଲା। ସ୍ଥାନୀୟ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
Popular Categories



