www.samajalive.in
Friday, December 5, 2025
26.1 C
Bhubaneswar

ସ୍କୁଲରେ ପଢାଯିବ ରାମାୟଣ ଓ ଗୀତା

ସମାଜ ଡିଜିଟାଲ ଡେସ୍କ: ଏଣିକି ସ୍କୁଲରେ ପିଲାମାନଙ୍କ ପାଠ୍ୟକ୍ରମରେ ପଢାଯିବ ରାମାୟଣ ଓ ଗୀତା । ଏନେଇ ନିର୍ଦ୍ଦେଶନାମା ଜାରି କରାଯାଇଛି । ଉତ୍ତରଖଣ୍ଡରେ ଥିବା ସ୍କୁଲଗୁଡିକରେ ପିଲାମାନେ ଏବେ ରାମାୟଣ ଓ ଗୀତା ପଢାଯିବ । ଏନେଇ ଉତ୍ତରାଖଣ୍ଡର ଶିକ୍ଷା ମନ୍ତ୍ରୀ ଧନ ସିଂହ ରାୱତ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ପ୍ରାୟ ୧୭,୦୦୦ ସରକାରୀ ସ୍କୁଲ ପାଇଁ ଏହି ନିର୍ଦ୍ଦେଶନାମା ଜାରି କରାଯାଇଛି । ଏହା ବ୍ୟତୀତ ସକାଳ ପ୍ରାର୍ଥନା ସମୟରେ ଛାତ୍ରଛାତ୍ରୀମାନେ ଶ୍ଲୋକ ପାଠ କରିବେ । ସ୍କୁଲ ପାଠ୍ୟକ୍ରମରେ ପରିବର୍ତ୍ତନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏଥିପାଇଁ ଶିକ୍ଷା ବିଭାଗ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମିଙ୍କ ସହ ଏକ ବୈଠକ ମଧ୍ୟ କରିଛନ୍ତି । ଏହି ବୈଠକରେ ହିଁ ଏନସିଇଆରଟିକୁ ପାଠ୍ୟକ୍ରମରେ ପରିବର୍ତ୍ତନ କରିବାକୁ ଦାୟିତ୍ୱ ଦିଆଯାଇଛି । ରାଜ୍ୟରେ ଥିବା ୧୭ହଜାର ସରକାରୀ ସ୍କୁଲରେ ଭଗବତ୍‍ ଗୀତା ଏବଂ ରାମାୟଣକୁ ପାଠ୍ୟକ୍ରମରେ ସାମିଲ କରାଯିବ ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories