www.samajalive.in
Saturday, December 6, 2025
15.1 C
Bhubaneswar

ଅଲମୋରାରେ ଖାଇକୁ ଖସିଲା ଯାତ୍ରୀବାହୀ ବସ୍‌; ୧୫ରୁ ଅଧିକ ଯାତ୍ରୀ ମୃତ..

ଡେରାଡୁନ୍‌ : ଉତ୍ତରାଖଣ୍ଡର ଅଲମୋରା କୁପିରେ ସୋମବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍‌ ଖାଇକୁ ଖସି ୧୫ରୁ ଯାତ୍ରୀ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଆହତ ହୋଇଛନ୍ତି । ବସ୍‌ରେ ପ୍ରାୟ ୪୦ ରୁ ଅଧିକ ଯାତ୍ରୀ ଯାତ୍ରା କରୁଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଏହି ଦୁର୍ଘଟଣା ମାର୍ଚୁଲା ନିକଟରେ ଘଟିଛି । ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଆଶଙ୍କା କରାଯାଉଛି । ବସ୍‌ଟି ପୌରୀରୁ ରାମନଗର ଆଡକୁ ଆସୁଥିଲା । ଖବର ପାଇ ନୈନିତାଲ ଜିଲାର ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣା ଘଟିଥିବା ସ୍ଥାନଟି ଏକ ପାହାଡିଆ ସ୍ଥାନ ହୋଇଥିବା ବେଳେ ସେଠାରେ ଏକ ଛୋଟ ନଦୀ ମଧ୍ୟ ରହିଛି । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି ।

ଗୋବର୍ଦ୍ଧନ ପୂଜା ଉତ୍ସବ ସମୟରେ ହତ୍ୟାକାଣ୍ଡ, ୨ ଅଟକ

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories