www.samajalive.in
Wednesday, December 10, 2025
18.1 C
Bhubaneswar

ଖାଇକୁ ଖସିଲା ଟ୍ରକ ; ଦୁଇ ମୃତ

ଡେରାଡୁନ : ଯମୁନୋତ୍ରୀ ହାଇୱେ ନିକଟରେ ଡାମଟାରୁ ନୌଗାଁ ଆଡକୁ ରିଖାଉ ଖଡ୍‍ଡ ନିକଟରେ ଏକ ଟ୍ରକ ଖାଇରେ ଓଲଟି ପଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଗାଡିରେ ୧୧ ଜଣ ଲୋକେ ଥିଲେ। ଦୁର୍ଘଟଣାରେ ୪ ଆହତ ହୋଇଥିବା ବ୍ୟକ୍ତିଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ମଧ୍ୟ କିଛି ଲୋକ ନିଖୋଜ ରହିଛନ୍ତି। ଖାଇରୁ ଜଣଙ୍କ ମୃତଦେହ ଜବତ କରାଯାଇଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ୟ ଜାରି ରଖିଛନ୍ତି।

 

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories