ଦେଖନ୍ତୁ ଭୟଙ୍କର ଦୃଶ୍ୟ.. ଉତ୍ତରକାଶୀରେ ପ୍ରକୃତିର ତାଣ୍ଡବ ; ବାଦଲଫଟା ବର୍ଷା, ଭୂସ୍ଖଳନ ପରେ ମାଡି ଆସିଲା ପାଣି

ଡେରାଡୁନ୍‌ : ଉତ୍ତରାଖଣ୍ଡର ଉତ୍ତରକାଶୀରେ ମଙ୍ଗଳବାର ପ୍ରକୃତିର ତାଣ୍ଡବ ଦେଖିବାକୁ ମିଳିଛି । ପାହାଡିଆ ଅଞ୍ଚଳରେ ବାଦଲଫଟା ବର୍ଷା କାରଣରୁ ଭୂସ୍ଖଳନ ସହ ଧସିଲା ପାହାଡ । ପାଣି ମାଡି ଆସିବା ଫଳରେ କିଛି ଲୋକେ ଭାସି ଯାଇଥିବା ସୂଚନା ମିଳିଛି । ଗଙ୍ଗୋତ୍ରୀ ଧାମ ଓ ମୁଖବା ନିକଟରେ ସ୍ଥିତ ଧରାଲୀ ଗାଁରେ ବାଦଲ ଫଟା ବର୍ଷା ପରେ ପାଣି ମାଡି ଆସିଛି । ପାଣି ଖୁବ୍‌ ଜୋରରେ ମାଡି ଆସିବାରୁ ତଳିଆ ଅଞ୍ଚଳକୁ ଭସାଇ … Continue reading ଦେଖନ୍ତୁ ଭୟଙ୍କର ଦୃଶ୍ୟ.. ଉତ୍ତରକାଶୀରେ ପ୍ରକୃତିର ତାଣ୍ଡବ ; ବାଦଲଫଟା ବର୍ଷା, ଭୂସ୍ଖଳନ ପରେ ମାଡି ଆସିଲା ପାଣି