www.samajalive.in
Saturday, December 6, 2025
19.1 C
Bhubaneswar

ଚାରି ଧାମ ଟନେଲ ଟ୍ରାଜେଡି ; ୫ ଓଡିଆ ଶ୍ରମିକ ଫସିଥିବା ସୂଚନା

ନୂଆଦିଲ୍ଲୀ : ଉତ୍ତରାଖଣ୍ଡ ଉତ୍ତରକାଶୀ ଜିଲ୍ଲାର ଯମୁନୋତ୍ରୀ ଜାତୀୟ ରାଜପଥରେ ଭୁଶୁଡ଼ି ପଡ଼ିଥିବା ଟନେଲର ଫସିଥିବା ୪୦ ଶ୍ରମିକଙ୍କ ମଧ୍ୟରେ ୫ ଓଡିଆ ଶ୍ରମିକ ଓଡିଶାର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଗତକାଲି ଠାରୁ ଫସି ରହିଥିବା ବେଳେ ସମସ୍ତେ ସୁରକ୍ଷିତ ଥିବା ନେଇ ସୂଚନା ମିଳିଛି। ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫ, ଏସଡିଆରଏଫ, ଆଇଟିବିପି, ବିଆରଓ ଯବାନ ନିୟୋଜିତ ହୋଇଛନ୍ତି। ଶ୍ରମିକଙ୍କ ପାଖକୁ ପାଇପ ଯୋଗ୍ୟ ଖାଦ୍ୟ ଓ ଅମ୍ଳଜାନ ପଠାଯାଉଛି।
ଟନେଲର ୧୫୦ ମିଟର ଲମ୍ବ ଭାଗ ଦବି ଯାଇଛି। ଉଦ୍ଧାରକାରୀ ଟିମ୍‌‌ ୧୫ ମିଟର ଭିତରକୁ ଯାଇଛନ୍ତି। ଆହୁରି ୩୫ ମିଟର ଭିତରକୁ ଯିବାକୁ ପଡିବ ବୋଲି ସୂଚନା ମିଳିଛି।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories