www.samajalive.in
Saturday, December 6, 2025
16.1 C
Bhubaneswar

ଗଭୀର ଖାଇକୁ ଖସିଲା କାର୍‌‌ ; ୬ ମୃତ

ଡେରାଡୁନ୍‌‌ : ସୀମାବର୍ତ୍ତି ତ୍ୟୁଣୀ ପାଣ୍ଡ୍ରୁ ଅଞ୍ଚଳରେ ବୁଧବାର ଏକ କାର୍‌‌ ଜେପିଆରଆର ରାଜପଥରେ ଅଟାଲ ନିକଟରେ ଅନିୟନ୍ତ୍ରିତ ହୋଇ ପ୍ରାୟ ୮୦୦ ମିଟର ଗଭୀର ଖାଇକୁ ଖସି ପଡିଛି। ଦୁର୍ଘଟଣାଗ୍ରସ୍ତ କାର୍‌‌ରେ ଥିବା ୭ ଜଣଙ୍କ ମଧ୍ୟରୁ ୬ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ୨ ମହିଳା ମଧ୍ୟ ସାମିଲ ରହିଛନ୍ତି। ସମସ୍ତ ମୃତକ ହିମାଚଳ ପ୍ରଦେଶର ବାସିନ୍ଦା ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଖବର ପାଇ ଉଦ୍ଧାରକାରୀ ଦଳ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିବା ସହ ଘଟଣାର ତଦନ୍ତ ଜାରି ରହିଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories