www.samajalive.in
Sunday, December 7, 2025
26.1 C
Bhubaneswar

ଏଥିପାଇଁ.. ଶିକ୍ଷକଙ୍କୁ ଗୁଳି ମାରିଲା ନବମ ଶ୍ରେଣୀ ଛାତ୍ର

ଡେରାଡୁନ୍‌ : ଉତ୍ତରାଖଣ୍ଡରେ ଉଦ୍ଧମ ସିଂହ ଜିଲାର କାଶୀପୁରରେ ହଇଚଇ ସୃଷ୍ଟି କରିବା ଭଳି ଏକ ଘଟଣା ସାମ୍ନାକୁ ଆସିଛି । ଏଠାରେ ଏକ ଘରୋଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ର ନିଜ ଶିକ୍ଷକଙ୍କୁ ଗୁଳିମାଡ କରିଛି । ରିପୋର୍ଟ ଅନୁଯାୟୀ, ଛାତ୍ର ଜଣକ ଟିଫିନ୍‌ ବକ୍ସରେ ବନ୍ଧୁକ ଲୁଚାଇ ସ୍କୁଲକୁ ଆଣିଥିଲା । ଉକ୍ତ ଶିକ୍ଷକ ଜଣକ କୌଣସି କାରଣରୁ ଛାତ୍ରଙ୍କୁ ଚାପୁଡା ମାରିଥିଲେ । ସେଥିରେ କ୍ରୋଧାନ୍ୱିତ ହୋଇ ଛାତ୍ର ଜଣକ ଶିକ୍ଷକଙ୍କୁ ଗୁଳିମାଡ କରିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଗୁଳି ବାଜିବା ପରେ ଶିକ୍ଷକଙ୍କ ଅବସ୍ଥା ଗୁରୁତର ଥିବା ସହ ତୁରନ୍ତ ତାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାର ବିରୋଧ କରି ସ୍କୁଲର ଅନ୍ୟ ଶିକ୍ଷକମାନେ ଧାରଣାରେ ବସିଛନ୍ତି। ଘଟଣା ପରେ କିଛି ସ୍ଥାନରେ ସ୍କୁଲ ଛୁଟି କରାଯାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଏଥର ଗଣେଶ ପୂଜାରେ ଦୁର୍ଲ୍ଲଭ ଯୋଗ ; ଏହି ୫ ରାଶିଙ୍କ ଉପରେ ହେବ ଧନ ବର୍ଷା, ମିଳିବ ବଡ ଖୁସି..

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories