www.samajalive.in
Monday, December 8, 2025
13.1 C
Bhubaneswar

ବଡ ଖବର ; ହିମସ୍ଖଳନରେ ଫସି ରହିଛନ୍ତି ୪୦ ଶ୍ରମିକ

ନୂଆଦିଲ୍ଲୀ : ଉତ୍ତରାଖଣ୍ଡ ବଦ୍ରିନାଥରେ ବଡ ଧରଣର ହିମସ୍ଖଳନ ହୋଇଥିବା ନେଇ ଶୁକ୍ରବାର ଖବର ମିଳିଛି । ଚମୋଲି ମାଣା ଗାଁରେ ରାସ୍ତା ନିର୍ମାଣ ବେଳେ ଏହି ହିମସ୍ଖଳନ ଘଟିଛି। ବରଫ ତଳେ ପ୍ରାୟ ୪୦ ଜଣ ଶ୍ରମିକ ଫସି ରହିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ୧୬ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି। ବିଆରଓ ଓ ଆଇଟିବିପି ଟିମ୍‌ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରଖିଛି। ପ୍ରବଳ ତୁଷାରପାତ ପରେ ଭୟଙ୍କର ହିମସ୍ଖଳନ ଘଟିଛି।

ମାର୍ଚ୍ଚରେ ଶୁକ୍ର ହେବେ ଅସ୍ତ ; ଏହି ୩ ରାଶିଙ୍କ ଖୋଲିବ ବନ୍ଦ ଭାଗ୍ୟର ତାଲା, ହେବେ ମାଲାମାଲ୍‌, ବଢିବ ଦରମା..

ଦେଶରେ ପ୍ରଥମ ; ପୋଷା ବିଲେଇଠାରେ ବାର୍ଡ ଫ୍ଲୁ ଚିହ୍ନଟ, ବୈଜ୍ଞାନିକ ଦେଲେ ସତର୍କ ସୂଚନା..

- Advertisement -

Hot this week

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

Related Articles

Popular Categories