www.samajalive.in
Sunday, December 7, 2025
26.1 C
Bhubaneswar

ଗର୍ଭବତୀଙ୍କୁ ଦିଆଯିବ ଟିକା : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ରାଜ୍ୟରେ ଗର୍ଭବତୀମାନଙ୍କୁ ଟିକା ଦିଆଯିବ। ଏଥିପାଇଁ ନିର୍ଦ୍ଦେଶ ଆସିଛି। ଖୁବ୍ ଶୀଘ୍ର ତାହା ଆରମ୍ଭ କରାଯିବ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେହିପରି ରାଜ୍ୟରେ କୋଭିଡ କଟକଣା ଆଂଶିକ କୋହଳକୁ ନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି ଯେ ବି’ କ୍ୟାଟେଗୋରୀରେ ରଖାଯାଇଥିବା ଜିଲ୍ଲାଗୁଡ଼ିକରେ ସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣକୁ ଆସିନଥିବା ବେଳେ ସେଠି କ୍ରମାଗତ ଭାବେ ଲକଡାଉନକୁ ବୃଦ୍ଧି କରାଯାଇଛି। ତେବେ ପୂର୍ବରୁ ପାତ୍ର ସୂଚନା ଦେଇଛନ୍ତି। ସେହିପରି ରାଜ୍ୟରେ କୋଭିଡ କଟକଣା ଆଂଶିକ କୋହଳକୁ ନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି ଯେ ବି’ କ୍ୟାଟେଗୋରୀରେ ଥିବା ଜିଲ୍ଲା ମଧ୍ୟରୁ କିଛି ଜିଲ୍ଲା ଏ’ ପାତ୍ର ସୂଚନା ଦେଇଛନ୍ତି। ସେହିପରି ରାଜ୍ୟରେ କୋଭିଡ କଟକଣା ଆଂଶିକ କୋହଳକୁ ନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି ଯେ ବି’ କ୍ୟାଟେଗୋରୀ କୁ ଯାଇଛି।

ଜୀବନ ଜୀବିକାକୁ ଗୁରୁତ୍ୱ ଦେଇ ସରକାର କଟକଣା କୋହଳ କରିଛନ୍ତି। ସମସ୍ତେ କଟକଣା ମାନିଲେ ସଂକ୍ରମଣ କମିିବ। ଆଶା କରାଯାଉଛି ଜୁଲାଇ ମାସରେ ସଂକ୍ରମଣ କମିବ। ଅପରପକ୍ଷରେ ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ କହିଛନ୍ତି ଟିକାର ଅଭାବ ପରିଲକ୍ଷିତ ହୋଇଥିବାରୁ ଲକ୍ଷ୍ୟ ଅନୁଯାୟୀ ଟିକାକରଣ ହୋଇପାରୁନାହିଁ। ଗତକାଲି ମାତ୍ର ୪୯ ହଜାର ଲୋକଙ୍କୁ ଟିକା ଦିଆଯାଇଛି। କୋଭିସିଲ୍ଡ ଟିକା ୧୯ ହଜାର ରହିଛି କୋଭାକ୍ସିନ ଟିକା ୩ଲକ୍ଷ ଉପରେ ରହିଛି। ତେଣୁ ଆଜି ୧୧୪ ଟି ସ୍ଥାନରେ ଟିକା ଦିଆଯାଉଛି। ତୃତୀୟ ଲହର ପୂର୍ବରୁ ଟିକାକରଣ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ଶ୍ରୀ ପାଣିଗ୍ରାହୀ।

Hot this week

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

Related Articles

Popular Categories