www.samajalive.in
Wednesday, December 10, 2025
15.1 C
Bhubaneswar

ଗୁଜରାଟ ବ୍ରିଜ ଦୁର୍ଘଟଣା; ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି, ୪ଏବେ ବି ନିଖୋଜ

ସମାଜ ଡିଜିଟାଲ ଡେସ୍କ: ଗୁଜରାଟ ବଡୋଦରା ଜିଲାର ମାହିସାଗର ନଦୀ ଉପରେ ନିର୍ମିିତ ସେତୁର କିଛି ଅଂଶ ଭୁଶୁଡି ପଡିବା ଘଟଣାରେ ଏଯାବତ ୧୬ଜଣଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ଏବେ ବି ୪ଜଣ ନିଖୋଜ ଥିବାରୁ ସେମାନଙ୍କୁ ଉଦ୍ଧାର ପାଇଁ ପ୍ରୟାସ ଜାରି ରହିଛି । ୫ଜଣ ଗୁରୁତରଙ୍କ ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ବଡୋଦରାର ଜିଲ୍ଲାପାଳ ଅନିଲ ଧାମେଲିଆ କହିଛନ୍ତି ମାହି ନଦୀ ସେତୁ ଦୁର୍ଘଣାରେ ଆଜି ସକାଳେ ତିନୋଟି ମୃତଦେହ ଉଦ୍ଧାର କରାଯାଇଛି । ଯାହା ଫଳରେ ମୃତ୍ୟୁ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି । ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଉଦ୍ଧାର କାର୍ଯ୍ୟରେ ଏନଡିଆରଏଫ୍‍ ଏବଂ ଅନ୍ୟାନ୍ୟ ଦଳ ସାମିଲ ରହିଛନ୍ତି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories