www.samajalive.in
Thursday, December 11, 2025
16.1 C
Bhubaneswar

ବନ୍ଦେ ଭାରତ ଏକ୍ସପ୍ରେସର ପରୀକ୍ଷାମୂଳକ ଯାତ୍ରା ଆସନ୍ତାକାଲି

ଡେସ୍କ: ରାଜ୍ୟରେ ବନ୍ଦେ ଭାରତ ଏକ୍ସପ୍ରେସ ଚାଲିବା ପୂର୍ବରୁ ଆସନ୍ତାକାଲି ଟ୍ରାଏଲ ରନ୍ ବା ପରୀକ୍ଷାମୂଳକ ଯାତ୍ରା ହେବ। ଏହି ପୁରୀ-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ କାଲି ସକାଳ ୬ଟା ୧୦ ମିନିଟରେ ହାୱଡ଼ାରୁ ଯାତ୍ରା ଆରମ୍ଭ କରିବ। ହାୱଡ଼ାରୁ ପୁରୀ ମଧ୍ୟରେ ୬ଟି ସ୍ଥାନରେ ଏହି ବନ୍ଦେ ଭାରତ ଏକ୍ସପ୍ରେସ ରହଣି କରିବ। ହାୱଡ଼ାରୁ ବାହାରିବା ପରେ ଏହା ଖଡ଼ଗପୁର, ଭଦ୍ରକ, ଯାଜପୁର, କଟକ, ଭୁବନେଶ୍ବର ଓ ଖୋର୍ଦ୍ଧାରେ ୨ ମିନିଟ ଲେଖାଏଁ ରହଣି କରିବା ପରେ ୧୨ଟା ୩୫ରେ ପୁରୀରେ ପହଂଚିବ।

ସେହିପରି ଦିନ ୧ଟା ୫୦ ମିନିଟରେ ପୁରୀ ଛାଡ଼ି ରାତି ୮ଟା ୩୦ ମିନିଟରେ ହାୱଡ଼ାରେ ପହଞ୍ଚିବ।

Hot this week

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories