www.samajalive.in
Friday, December 5, 2025
26.1 C
Bhubaneswar

ଦକ୍ଷିଣ ଦିଗରେ ରଖନ୍ତୁ ନାହିଁ ଏହି ୩ଟି ଗଛ ; ଖାଲି ହେବ ପର୍ସରୁ ଟଙ୍କା..

ବାସ୍ତୁ ଶାସ୍ତ୍ର ଅନୁସାରେ ଏପରି କିଛି ବୃକ୍ଷ ରହିଛି, ଯାହାକୁ ଘରର ଦକ୍ଷିଣ ଦିଗରେ ଲଗାଇବା ଦ୍ୱାରା ଅଶୁଭ ଫଳ ପ୍ରାପ୍ତି ହୋଇଥାଏ। ଏହି ଗଛକୁ ଦକ୍ଷିଣ ଦିଗରେ ଲଗାଇବା ଦ୍ୱାରା ଜୀବନରେ ଅନେକ ସମସ୍ୟାର ସାମ୍ନା କରିବାକୁ ପଡିଥାଏ।

ହିନ୍ଦୁ ଧର୍ମରେ ତୁଳସୀ ବୃକ୍ଷକୁ ଖୁବ୍ ଶୁଭ ବୋଲି ମାନ୍ୟତା ରହିଛି। ତୁଳସୀଙ୍କୁ ପୂଜାର୍ଚ୍ଚନା କରିବା ଦ୍ୱାରା ଭାଗ୍ୟରେ ସୁପରିବର୍ତ୍ତନ ହୋଇଥାଏ। ମାତ୍ର ତୁଳସୀ ବୃକ୍ଷକୁ କଦାପି ଘରର ଦକ୍ଷିଣ ଦିଗରେ ରଖନ୍ତୁ ନାହିଁ। ଏହାକୁ ସର୍ବଦା ପୂର୍ବ ଦିଗରେ ଲଗାଇବା ଉଚିତ୍। ଦକ୍ଷିଣ ଦିଗରେ ଲଗାଇଲେ ଅନେକ ସମସ୍ୟାର ସାମ୍ନା କରିବାକୁ ପଡିଥାଏ।

ଘରେ ରଖନ୍ତୁ ୩ଟି ଜିନିଷ : ଚୁମ୍ବକ ଭଳି ଟାଣି ହୋଇ ଆସେ ଟଙ୍କା, ଦୂର ହୁଏ ବାସ୍ତୁ ଦୋଷ..

- Advertisement -

ମାନ୍ୟତା ଅନୁସାରେ ମନି ପ୍ଲାଣ୍ଟଗଛକୁ ଭୁଲରେ ମଧ୍ୟ ଘରର ଦକ୍ଷିଣ ଦିଗରେ ଲଗାଇବା ଉଚିତ୍ ନୁହେଁ। ଏହାଦ୍ୱାରା ଆର୍ଥିକ କ୍ଷେତ୍ରରେ ସମସ୍ୟା ଲାଗି ରହିବା ସହ ଅଯଥାରେ ଟଙ୍କା ଖର୍ଚ୍ଚ ହୋଇଥାଏ। ଅଭାବ ଲାଗି ରହିବା ସହ ପର୍ସରୁ ଟଙ୍କା ଖାଲି ହୋଇଯାଏ। ଏହାକୁ ସର୍ବଦା ଘରର ଉତ୍ତର କିମ୍ବା ପୂର୍ବ ଦିଗରେ ଲଗାନ୍ତୁ। ଏହାଦ୍ୱାରା ଧନ ଲାଭ ହୋଇଥାଏ।

ବାସ୍ ଏହି ଗୋଟିଏ ଜିନିଷ ଦାନ କଲେ ; ଦୂର ହେବ ଶନି ଦଶା, ରାହୁ-କେତୁ ପ୍ରକୋପ..

ମାନ୍ୟତା ଅନୁଯାୟୀ, ଶିବଶଙ୍କର ପ୍ରିୟ ବୃକ୍ଷ ଶମିକୁ କଦାପି ଦକ୍ଷିଣ ଦିଗରେ ଲଗାନ୍ତୁ ନାହିଁ।
ଏହାକୁ ଘରର ବଗିଚାରେ ସର୍ବଦା ପୂର୍ବ କିମ୍ବା ଐଶାନ୍ୟ କୋଣରେ ଲଗାନ୍ତୁ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories