ଦକ୍ଷିଣ ଦିଗରେ ରଖନ୍ତୁ ନାହିଁ ଏହି ୩ଟି ଗଛ ; ଖାଲି ହେବ ପର୍ସରୁ ଟଙ୍କା..

ବାସ୍ତୁ ଶାସ୍ତ୍ର ଅନୁସାରେ ଏପରି କିଛି ବୃକ୍ଷ ରହିଛି, ଯାହାକୁ ଘରର ଦକ୍ଷିଣ ଦିଗରେ ଲଗାଇବା ଦ୍ୱାରା ଅଶୁଭ ଫଳ ପ୍ରାପ୍ତି ହୋଇଥାଏ। ଏହି ଗଛକୁ ଦକ୍ଷିଣ ଦିଗରେ ଲଗାଇବା ଦ୍ୱାରା ଜୀବନରେ ଅନେକ ସମସ୍ୟାର ସାମ୍ନା କରିବାକୁ ପଡିଥାଏ। ହିନ୍ଦୁ ଧର୍ମରେ ତୁଳସୀ ବୃକ୍ଷକୁ ଖୁବ୍ ଶୁଭ ବୋଲି ମାନ୍ୟତା ରହିଛି। ତୁଳସୀଙ୍କୁ ପୂଜାର୍ଚ୍ଚନା କରିବା ଦ୍ୱାରା ଭାଗ୍ୟରେ ସୁପରିବର୍ତ୍ତନ ହୋଇଥାଏ। ମାତ୍ର ତୁଳସୀ ବୃକ୍ଷକୁ କଦାପି ଘରର ଦକ୍ଷିଣ ଦିଗରେ ରଖନ୍ତୁ ନାହିଁ। ଏହାକୁ … Continue reading ଦକ୍ଷିଣ ଦିଗରେ ରଖନ୍ତୁ ନାହିଁ ଏହି ୩ଟି ଗଛ ; ଖାଲି ହେବ ପର୍ସରୁ ଟଙ୍କା..