www.samajalive.in
Monday, December 8, 2025
27.1 C
Bhubaneswar

ଅଧିକରୁ ଅଧିକ ଲୋକଙ୍କୁ ମିଳୁ କେନ୍ଦ୍ରୀୟ ଯୋଜନାର ଲାଭ – କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା

ଡେସ୍କ: ଜନସାଧାରଣ କେନ୍ଦ୍ର ସରକାରଙ୍କ ବିଭିନ୍ନ କଲ୍ୟାଣକାରୀ ଯୋଜନା ସମ୍ପର୍କରେ ବୁଝିବା ସହ ଏହାର ଲାଭ ଉଠାଇବା ପାଇଁ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ମୁଣ୍ଡା କହିଛନ୍ତି। ଆଜି କେନ୍ଦୁଝର ଜିଲ୍ଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ରଙ୍ଗାମାଟିଆ ଏବଂ ଚନ୍ଦ୍ରଶେଖରପୁର ଗ୍ରାମପଞ୍ଚାୟତ ଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରା ଅବସରରେ ସେ ଏହା କହିଛନ୍ତି। ମୁଖ୍ୟ ଅତିଥି ଭାବେ ଯୋଗଦେଇ ସେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପ୍ରଧାନମନ୍ତ୍ରୀ ସିଞ୍ଚାଇ ଯୋଜନା, କୃଷକ ସମ୍ମାନ ନିଧି ଯୋଜନା ଓ ଗରିବ କଲ୍ୟାଣ ଯୋଜନା ସମ୍ପର୍କରେ ଉପସ୍ଥିତ ଲୋକମାନଙ୍କୁ ବୁଝାଇଥିଲେ। ଭାରତକୁ ୨୦୪୭ ସୁଦ୍ଧା ବିକଶିତ ରାଷ୍ଟ୍ର ଭାବେ ଗଠନ କରିବାକୁ ସଂକଳ୍ପ ନେଇଥିଲେ।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories