www.samajalive.in
Saturday, December 6, 2025
15.1 C
Bhubaneswar

ଥମିଲା ବେଦାନ୍ତ ଆଲୁମିନାରେ ଶ୍ରମିକ ଉତ୍ତେଜନା

କଳାହାଣ୍ଡି : ଲାଞ୍ଜିଗଡ ବେଦାନ୍ତ ଆଲୁମିନା ପ୍ଲାଣ୍ଟ ପରିସରରେ ସୋମବାର ଦେଖାଯାଇଥିବା ଶ୍ରମିକ ଉତ୍ତେଜନା ଶାନ୍ତ ହୋଇଛି। ଏସପିଙ୍କ ଅଧ୍ୟକ୍ଷତାରେ ଆନ୍ଦୋଳନକାରୀ ଓ ବେଦାନ୍ତ କର୍ତ୍ତୃପକ୍ଷଙ୍କ ମଧ୍ୟରେ ଆପୋସ ସମାଧାନ ହୋଇଛି। ବେଦାନ୍ତ ପକ୍ଷରୁ ଦୁଇ ମୃତକଙ୍କ ପରିବାରକୁ କ୍ଷତିପୂରଣ ବାବଦକୁ ୨୫ଲକ୍ଷ ଟଙ୍କା ଲେଖାଏଁ ଚେକ ପ୍ରଦାନ କରାଯାଇଥିବା ଜଣାପଡିଛି।

ସୂଚନାଯୋଗ୍ୟ ଯେ, ସୋମବବାର ଦିନ ବେଦାନ୍ତ ଆଲୁମିନା ପ୍ଲାଣ୍ଟ ପରିସରରେ ଶ୍ରମିକଙ୍କ ପକ୍ଷରୁ ଆନ୍ଦୋଳନ କରାଯାଇଥିଲା। ଏହି ଆନ୍ଦୋଳନକୁ ସୁରକ୍ଷାକର୍ମୀମାନେ ଅଟକାଇବାକୁ ଚେଷ୍ଟା କରିବାରୁ ସେଠାରେ ଉତ୍ତେଜନା ସୃଷ୍ଟି ହୋଇଥିଲା। ଶ୍ରମିକମାନେ ଘଟଣାସ୍ଥଳରେ ଭଙ୍ଗାରୁଜା କରିବା ସହ ପୋଡାଜଳା କରିଥିଲେ। ଶ୍ରମିକ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ସଂଘର୍ଷ ହେବାରୁ ଜଣେ ଶ୍ରମିକ ଓ ଜଣେ ସୁରକ୍ଷାକର୍ମୀଙ୍କ ମୃତ୍ୟୁ ହେବା ସହ ୩୦ରୁ ଅଧିକ ଆହତ ହୋଇଥିଲେ।

- Advertisement -

 

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories