www.samajalive.in
Sunday, December 14, 2025
17.1 C
Bhubaneswar

ପୁଲିସ ଉପସ୍ଥିତିରେ ପ୍ରଣବଙ୍କ ଗାଡ଼ିକୁ ଆକ୍ରମଣ

ସମାଜ ଡିଜିଟାଲ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ି ଉପରେ ଆକ୍ରମର ହୋଇଛି। ଯାଜପୁର ଜିଲା ଆରୁହା ନିକଟରେ ରବିବାର ଏହି ଘଟିଛି। ପୂର୍ବତନ ବିଧାୟକ ପ୍ରଣବ ଆରୁହା ଗ୍ରାମର ହିଙ୍ଗୁଳା ମନ୍ଦିରକୁ ଯାଉଥିବା ସମୟରେ ସ୍ଥାନୀୟ କିଛି ଲୋକ ତାଙ୍କ ଗାଡ଼ିକୁ ଅଟକାଇ ଆକ୍ରମଣ କରିଛନ୍ତି। ପୁଲିସ ଉପସ୍ଥିତିରେ ଉତ୍ତ୍ୟକ୍ତ ଲୋକେ ଠେଙ୍ଗା ଏବଂ ପଥର ମାଡ଼ କରିଛନ୍ତି। ଏହି ଘଟଣା ପାଇଁ ଭୟର ବାତାବରଣ ସୃଷ୍ଟି ହୋଇଥିଲା। ଜଣେ ମହିଳା ପୁଲିସ ଥିଲେ ହେଁ ଆକ୍ରମଣକାରୀମାନେ କୌଣସି ଖାତିର କରି ନ ଥିଲେ। ଖବର ପାଇ ଜେନାପୁର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories