www.samajalive.in
Monday, December 8, 2025
24.1 C
Bhubaneswar

ଜୁନ୍‌ ମାସରେ ଏହି ରାଶିଙ୍କୁ ଧନୀ କରିବାକୁ ଆସୁଛନ୍ତି ଶୁକ୍ର: ଏମାନେ ହେବେ ମାଲାମାଲ୍‌, ହେବ ବିବାହ..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଧନ-ସମ୍ପତ୍ତି, ସୁଖସମୃଦ୍ଧି, ପ୍ରେମ, ଆଭୂଷଣ,ଆନନ୍ଦ, ବୈଭବ, ଐଶ୍ୱର୍ଯ୍ୟ, ସୁନ୍ଦରତା ଓ ଆକର୍ଷଣର କାରକ ଶୁକ୍ର ପ୍ରାୟ ୧ ବର୍ଷ ପରେ ନିଜ ରାଶି ବୃଷ ରାଶିରେ ପ୍ରବେଶ କରିବାକୁ ଯାଉଛନ୍ତି । ଜୁନ୍‌ ମାସରେ ଶୁକ୍ର ଗ୍ରହ ନିଜ ରାଶିରେ ଚଳନ କରିବେ । ଏହା ଦ୍ୱାରା କିଛି ରାଶି ବ୍ୟକ୍ତି ବିଶେଷଙ୍କୁ ଅତ୍ୟନ୍ତ ଶୁଭଫଳ ମିଳିବ । ଜାଣନ୍ତୁ..

ଶୁକ୍ରଙ୍କ ଏହି ଚଳନ ଫଳରେ କିଛି ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ଧନ ବର୍ଷା କରିବେ । ରାଜାଙ୍କ ଭଳି ଏମାନେ ନିଜ ଜୀବନ ଅତିବାହିତ କରିବେ ।

- Advertisement -

ବୃଷ- ଶୁକ୍ରଙ୍କ ଚଳନ ଫଳରେ ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ଜବରଦସ୍ତ ଲାଭ ମିଳିବ । ସୁଖ-ସମୃଦ୍ଧି, ଧନ-ସମ୍ପତ୍ତି ପ୍ରାପ୍ତି ହେବ । ହଠାତ୍‌ ଧନ ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀଙ୍କ ବିବାହ ହେବ । ଚାକିରିରେ ଶୁଭଫଳ ମିଳିବା ସହ ପଦନ୍ନୋତି ହେବ । ବ୍ୟବସାୟରେ ବଡ ଲାଭ ମିଳିବ ।

କନ୍ୟା- ଏହି ରାଶିଙ୍କୁ ସବୁ ଲାଭ ମିଳିବ । ଭାଗ୍ୟର ସାଥ୍‌ ମିଳିବ । ଜୀବନରେ ସୁଖ-ସମୃଦ୍ଧି, ଶାନ୍ତି, ଅନେକ କ୍ଷେତ୍ରରେ ସଫଳତା ମିଳିବ । ଧାର୍ମିକ କାର୍ଯ୍ୟରେ ଯୋଗ ଦେବେ । ଘରେ ମାଙ୍ଗଳିକ କାର୍ଯ୍ୟର ଯୋଗ ରହିଛି । ଅବିବାହିତ ଯୁବକ ଯୁବତୀଙ୍କ ବିବାହ ହେବ ।

ମକର- ଏହି ରାଶିଙ୍କୁ ମଧ୍ୟ ଲାଭ ମିଳିବ । ଆର୍ଥିକ ସ୍ଥିତି ମଜଭୁତ ହେବ । ପରିଶ୍ରମର ଶୁଭଫଳ ମିଳିବ । ବିଦ୍ୟାର୍ଥୀ ଲାଭବାନ୍‌ ହେବେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

୪ଟି ଘରୋଇ ଉପାୟରେ ଚୁଟ୍‌କିରେ ହେବେ ପତଳା, କିଛି ଦିନରେ ଦୂର ହେବ ମୋଟାପଣ

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories