www.samajalive.in
Monday, December 8, 2025
27.1 C
Bhubaneswar

ସୁପ୍ରିମକୋର୍ଟରେ ଅଯୋଧ୍ୟା ମାମଲାର ରାୟ ଶୁଣାଣି ଆରମ୍ଭ

ନୂଆଦିଲ୍ଲୀ: ବହୁ ପ୍ରତୀକ୍ଷିତ ରାମ ଜନ୍ମଭୂମି-ବାବ୍ରୀ ମସଜିଦ ବିବାଦ ମାମଲାର ରାୟ ଶୁଣାଣି ଶନିବାର ସୁପ୍ରିମକୋର୍ଟରେ ଆରମ୍ଭ​‌ ହୋଇଛି। ନିର୍ଦ୍ଧାରିତ ସମୟ ପୂର୍ବାହ୍ନ ୧୦ଟା ୩୦ରୁ ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ଖଣ୍ଡପୀଠ କୋର୍ଟ ନମ୍ବର ୧ରେ ରାୟ ଶୁଣାଉଛନ୍ତି। ରାୟର ଶୁଣାଣି କରି ପ୍ରଧାନ ବିଚାରପତି କହିଛନ୍ତି, ସର୍ବ ସମ୍ମତିରେ ରାୟ ଆସିବ। ସିଆ ୱାକଫ ବୋର୍ଡର ସିଙ୍ଗଲ ଲିଭ୍‌ ପିଟିଶନ ଖାରଜ ହୋଇଛି। ବାବରଙ୍କ ସମୟରେ ମିର୍‌ ବାକି ବାବ୍ରୀ ମସଜିଦ୍‌ ତିଆରି କରିଥିଲେ ବୋଲି ପ୍ରଧାନ ବିଚାରପତି କହିଛନ୍ତି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories