www.samajalive.in
Monday, December 8, 2025
27.1 C
Bhubaneswar

ସ୍ୱାସ୍ଥ୍ୟକେନ୍ଦ୍ରରେ ଡାଇଲିସିସ୍, ସିଟି ସ୍କାନ ଓ ଏମ୍ଆରଆଇ ପରୀକ୍ଷଣ ସୁବିଧା; ଯାଞ୍ଚ ହେବ ଡାକ୍ତର ଓ ବିଶେଷଜ୍ଞଙ୍କ ପ୍ରମାଣପତ୍ର

ଭୁବନେଶ୍ୱର:  ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ଥିବା ପ୍ରାଥମିକ ଓ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏଣିକି ଡାଇଲିସିସ୍, ସିଟି ସ୍କାନ ଓ ଏମ୍ଆର୍ଆଇ ଭଳି ପରୀକ୍ଷଣ ସୁବିଧା ସରକାରୀ-ବେସରକାରୀ ସହଭାଗୀତା (ପିପିପି) ମାଧ୍ୟମରେ ଉପଲବ୍ଧ ହେବ ଏବଂ ଏଥିରେ ନିୟୋଜିତ ହେବାକୁ ଥିବା ଡାକ୍ତର ଏବଂ ବିଶେଷଜ୍ଞଙ୍କ ପ୍ରମାଣପତ୍ରର ଯାଞ୍ଚ ନେଇ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛିା

ନିୟୋଜିତ ସେବା ପ୍ରଦାନକାରୀ ସଂସ୍ଥାଗୁଡିକୁ ସମୟ ସମୟରେ ମନିଟରିଂ କରାଯିବା ଏହି ସଂସ୍ଥାଗୁଡିକ ଚୁକ୍ତିନାମା ପରିସରଭିତ୍ତିରେ ଯୋଗ୍ୟତା ଅନୁଯାୟୀ ଡାକ୍ତର ଓ ବିଶେଷଜ୍ଞମାନଙ୍କୁ ନିୟୋଜିତ କରିବୋ ତଥାପି ଚୁକ୍ତି ଅବଧି ମଧ୍ୟରେ ଏହି ଡାକ୍ତର ଓ ବିଶେଷଜ୍ଞଙ୍କ ଯୋଗ୍ୟତା ପରିଚୟପତ୍ରର ଯାଞ୍ଚ କରାଯିବ । ସେମାନେ ଏହି ସେବା ପ୍ରଦାନ ନିମନ୍ତେ ଯୋଗ୍ୟ ଅଟନ୍ତି କି ନା ଏକ ସପ୍ତାହ ମଧ୍ୟରେ ସମ୍ପୃକ୍ତ ସେବା ପ୍ରଦାନକାରୀ ସଂସ୍ଥାଗୁଡିକର ପରିଚୟପତ୍ରର ଯାଞ୍ଚ କରି ବିଭାଗକୁ ପଠାଇବା ପାଇଁ ରାଜ୍ୟର ସମସ୍ତ ମୁଖ୍ୟ ଚିକିତ୍ସା ଅଧିକାରୀ, ଜନସ୍ୱାସ୍ଥ୍ୟ ଅଧିକାରୀ ଓ ନିର୍ଦ୍ଦେଶକଙ୍କୁ ଅବଗତ କରାଯାଇଛିା

- Advertisement -

ନିୟୋଜିତ ହେବାକୁ ଥିବା ଡାକ୍ତର ଓ ବିଶେଷଜ୍ଞମାନେ ଶାରୀରିକ ଭାବରେ ଉପସ୍ଥିତ ରହି ମୁଖ୍ୟ ଚିକିତ୍ସା ଅଧିକାରୀ ଓ ଜନସ୍ୱାସ୍ଥ୍ୟ ଅଧିକାରୀଙ୍କ ଠାରୁ ନିଜ ଯୋଗ୍ୟତା ପ୍ରମାଣପତ୍ରର ଯାଞ୍ଚ କରାଇବେ ବୋଲି ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛିା

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories