ସ୍ୱାସ୍ଥ୍ୟକେନ୍ଦ୍ରରେ ଡାଇଲିସିସ୍, ସିଟି ସ୍କାନ ଓ ଏମ୍ଆରଆଇ ପରୀକ୍ଷଣ ସୁବିଧା; ଯାଞ୍ଚ ହେବ ଡାକ୍ତର ଓ ବିଶେଷଜ୍ଞଙ୍କ ପ୍ରମାଣପତ୍ର

ଭୁବନେଶ୍ୱର:  ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ଥିବା ପ୍ରାଥମିକ ଓ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଏଣିକି ଡାଇଲିସିସ୍, ସିଟି ସ୍କାନ ଓ ଏମ୍ଆର୍ଆଇ ଭଳି ପରୀକ୍ଷଣ ସୁବିଧା ସରକାରୀ-ବେସରକାରୀ ସହଭାଗୀତା (ପିପିପି) ମାଧ୍ୟମରେ ଉପଲବ୍ଧ ହେବ ଏବଂ ଏଥିରେ ନିୟୋଜିତ ହେବାକୁ ଥିବା ଡାକ୍ତର ଏବଂ ବିଶେଷଜ୍ଞଙ୍କ ପ୍ରମାଣପତ୍ରର ଯାଞ୍ଚ ନେଇ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛିା ନିୟୋଜିତ ସେବା ପ୍ରଦାନକାରୀ ସଂସ୍ଥାଗୁଡିକୁ ସମୟ ସମୟରେ ମନିଟରିଂ କରାଯିବା ଏହି ସଂସ୍ଥାଗୁଡିକ ଚୁକ୍ତିନାମା ପରିସରଭିତ୍ତିରେ ଯୋଗ୍ୟତା ଅନୁଯାୟୀ ଡାକ୍ତର ଓ … Continue reading ସ୍ୱାସ୍ଥ୍ୟକେନ୍ଦ୍ରରେ ଡାଇଲିସିସ୍, ସିଟି ସ୍କାନ ଓ ଏମ୍ଆରଆଇ ପରୀକ୍ଷଣ ସୁବିଧା; ଯାଞ୍ଚ ହେବ ଡାକ୍ତର ଓ ବିଶେଷଜ୍ଞଙ୍କ ପ୍ରମାଣପତ୍ର